www.samajalive.in
Saturday, December 6, 2025
23.1 C
Bhubaneswar

ଅବସରପ୍ରାପ୍ତ ଇନ୍ସପେକ୍ଟରଙ୍କୁ ଜେଲ ଦଣ୍ଡ

ଫୁଲବାଣୀ: ଚକାପାଦ ଥାନାର ଜଣେ ପୂର୍ବତନ ତଥା ଅବସରପ୍ରାପ୍ତ ଭାରପ୍ରାପ୍ତ ଇନ୍ସପେକ୍ଟର ହରିବନ୍ଧୁ ପରିଡ଼ାଙ୍କୁ ଜେଲ ଦଣ୍ଡାଦେଶ ହୋଇଛି। ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ପକ୍ଷରୁ ହରିବନ୍ଧୁ ପରିଡ଼ାଙ୍କୁ ୩ ବର୍ଷ ଜେଲ ସହ ୧୦ହଜାର ଟଙ୍କା ଜୋରିମାନା କରାଯାଇଛି। ୨୦୧୮ରେ ଦଫା କୋହଳ ପାଇଁ ଲାଞ୍ଚ ନେଇଥିଲେ। ୧୦ହଜାର ଟଙ୍କା ଲାଞ୍ଚ ନେଲାବେଳେ ଇନ୍ସିପେକ୍ଟର ହରିବନ୍ଧୁ ପରିଡ଼ାଙ୍କୁ ଧରିଥିଲା ଭିଜିଲାନ୍ସ। ୨୦୧୮ରେ ଧରାପଡ଼ିଥିବା ହରିବନ୍ଧୁ ୨୦୨୧ରେ ଅବସର ନେଇସାରିଛନ୍ତି।

Hot this week

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

Related Articles

Popular Categories