www.samajalive.in
Sunday, December 14, 2025
19.1 C
Bhubaneswar

ରାହାସ ଯାତ୍ରା ଉଦଯାପିତ

ଫୁଲବାଣୀ/ଫିରିଙ୍ଗିଆ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ଲୁଇସିଂ ପଂଚାୟତର କୁମେଲସିଂ ଗ୍ରାମରେ ପାଂଚ ଦିନ ଧରି ଚାଲିଥିବା ରାହାସ ଯାତ୍ରା ଉଦ୍‌‌ଯାପିତ ହୋଇଯାଇଛି। ଦୀର୍ଘ ଚାରି ବର୍ଷ ଧରି ଏହି କୁମେଲସିଂ ଗ୍ରାମର ଦିଗାଳ ବଂସ ଏହି ପୂଜାକୁ ବହୁ ନିଷ୍ଠାର ସହ ପାଳନ କରିଆସୁଥିବା ବେଳେ ସମସ୍ତ ଗ୍ରାମବାସୀ ସହଯୋଗ କରିଥାନ୍ତି। ଚଳିତ ବର୍ଷ ମଧ୍ୟ ଏହି ଯାତ୍ରା ବହୁ ଧୁମଧାମରେ ଅନୁଷ୍ଠିତ ହୋଇଥିବା ବେଳେ ଯାତ୍ରାର ଉଦଯାପନୀ ଉତ୍ସବରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।

ପାଂଚ ଦିନ ଧରି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories