www.samajalive.in
Sunday, December 14, 2025
23.1 C
Bhubaneswar

ଜିଲା ସ୍ତରୀୟ ଲୋକ ଅଦାଲତ: ୩୯ ପାରିବାରିକ ବିବାଦର ବିଚାର, ୩ ଲକ୍ଷ ୦୧ହଜାର ଟଙ୍କା ଆଦାୟ

ଫୁଲବାଣୀ:କନ୍ଧମାଳ ଜିଲା ଆଇନ ସେବା ପ୍ରାଧିକରଣ ତରଫରୁ ଜିଲା ଦୌରା ଜଜଙ୍କ ଅଦାଲତରେ ଆଜି ଜିଲା ସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ପ୍ରାପ୍ତ ସୂଚନା ଅନୁସାରେ, ୩୯ ଗୋଟି ପାରିବାରିକ ବିବାଦ ମଧ୍ୟରୁ ୧୦ ଗୋଟି ବିବାଦର ବିଚାର କରାଯାଇ ୩ ଲକ୍ଷ ୦୧ହଜାର ଟଙ୍କା ଆଦାୟ କରାଯାଇଛି।

ସେହିପରି,୯୯୨ ଗୋଟି ରାଜସ୍ୱ ଆଦାୟ ମାମଲା ମଧ୍ୟରୁ ୭୭୮ଗୋଟି ମାମଲାର ବିଚାର କରାଯାଇ ୬୧ହଜାର ୪୪୨ ଟଙ୍କା ଆଦାୟ କରାଯାଇଛି। ଅନ୍ୟାନ୍ୟ ୧୦ ଗୋଟି ଆନୁଷଙ୍ଗିକ ମାମଲା ଯାହାକି ଅର୍ଦ୍ଧ-ନ୍ୟାୟିକ କର୍ତ୍ତୃପକ୍ଷଙ୍କ ବିଚାରାଧୀନ ରହିଛି ସେଥିମଧ୍ୟରୁ ୬ ଗୋଟି ମାମଲାର ଫଇସଲା କରାଯାଇଛି। ଜିଲା ଦୌରା ଜଜ୍ ଏବଂ ଅନ୍ୟ ବିଚାର ବିଭାଗୀୟ ଅଧିକାରୀଙ୍କ ଇଜ୍ଲାସରେ ମାମଲା ଗୁଡ଼ିକର ବିଚାର କରାଯାଇଥିଲା।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories