www.samajalive.in
Saturday, December 6, 2025
23.1 C
Bhubaneswar

ପୁଅ-ବୋହୂ ମାଡ଼ରେ ମା’ ମୃତ

ଫୁଲବାଣୀ/ଦାରିଙ୍ଗବାଡି: ପୁଅ-ବୋହୂ ମାଡ଼ରେ ମା’ ମୃତ; ଏଭଳି ଅଭାବନୀୟ ଘଟଣା ଘଟିଛି ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ପାଙ୍ଗାଲି ଗ୍ରାମରେ। ମୃତକ ଜଣକ ହେଲେ ପାଡେନକେତା ଗ୍ରାମର ମୃତ ପୁଷ୍ପାଞ୍ଜଳି ପରିଚ୍ଛା। ସୂଚନା ପ୍ରକାରେ ପାଡେନକେତା ଗ୍ରାମର ପୁଷ୍ପାଞ୍ଜଳି ପରିଚ୍ଛା ନିଜ ସ୍ୱାମୀଙ୍କ ସହିତ ପାଙ୍ଗାଲି ଗ୍ରାମରେ। କୌଣସି କାରଣରୁ ପୁଅ-ବୋହୂ ଓ ପୁଅର ସାଙ୍ଗ ଓ ସାଙ୍ଗର ସ୍ତ୍ରୀ ଅଚାନକ ଭାବେ ପୁଷ୍ପାଞ୍ଜଳିଙ୍କୁ ଆକ୍ରମଣ କରି ମାଡ଼ ମାରିଥିଲେ। ଗୁରୁତର ଅବସ୍ଥାରେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ଖାନାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏନେଇ ମୃତ ପୁଷ୍ପାଞ୍ଜଳିଙ୍କ ସ୍ୱାମୀ ଦାରିଙ୍ଗବାଡ଼ି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories