www.samajalive.in
Friday, December 12, 2025
19.1 C
Bhubaneswar

ଅଗ୍ନିଶମ ବିଭାଗର ଅଗ୍ନି ନିରାପତ୍ତା ସଚେତନତା

ଫୁଲବାଣୀ : କନ୍ଧମାଳ ଜିଲା ଟିକାବାଲି ଅଗ୍ନିସମ ବିଭାଗ ପକ୍ଷରୁ ସ୍ଥାନୀୟ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଗ୍ନି ସୁରକ୍ଷା ଦିବସ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଓ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଡାକ୍ତରଖାନା ଠାରେ ଡ଼ାକ୍ତର, ନର୍ସ ଓ ଜନସାଧାରଣଙ୍କୁ ଅଗ୍ନିର ଭୟାବହତାରୁ କିପରି ଭାବେ ଧନ ଜୀବନ ରକ୍ଷା କରାଯାଇ ପାରିବ ସେ ନେଇ ତାଲିମ୍ ପ୍ରଦାନ କରାଯାଇଥିଲା। ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକ୍ଷକ ଡ..ଜ୍ୟୋତି ରଞ୍ଜନ ଜେନାଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଗ୍ନିସମ ବିଭାଗର ଷ୍ଟେସନ୍ ଅଧିକାରୀ ଉମାଶଙ୍କର ଭଟ ମିଶ୍ର, ଲିଡ଼ିଙ୍ଗ୍ ଫାୟାରମ୍ୟାନ୍ ଧବଳେଶ୍ୱର ପ୍ରଧାନ ଓ ଟିକାବାଲି ଅଗ୍ନିଶମ ବିଭାଗର ହାବିଲ୍ଦାର ଓ ଆଗ୍ନିକ ମାନେ ବିଭିନ୍ନ ପ୍ରକାର ତାଲିମ୍ ପ୍ରଦାନ କରିଥିଲେ।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories