www.samajalive.in
Wednesday, December 10, 2025
18.1 C
Bhubaneswar

ସମ୍ବଳ ଓ ତାହାର ସ୍ଥାୟୀ ବିକାଶ ଉପରେ ଆଲୋଚନାଚକ୍ର

ଫୁଲବାଣୀ: ସ୍ଥାନୀୟ ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଭୁଗୋଳ ବିଭାଗ ପକ୍ଷରୁ ସମ୍ବଳ ଓ ତାହାର ସ୍ଥାୟୀ ବିକାଶ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ସୁବାଷଚନ୍ଦ୍ର ପ୍ରଧାନଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଭୁଗୋଳ ବିଭାଗର ମୁଖ୍ୟ ବିପିନ୍ କୁମାର ବେହେରାଙ୍କ ଦ୍ୱାରା ଏହି ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ଭୁଗୋଳ ବିଭାଗର ଅଧ୍ୟାପିକା ସୁଶ୍ରୀ ଜ୍ୟୋର୍ତିମୟ ମହାନ୍ତ , ବିଜୁ ମେହେର ଓ ପ୍ରଭାସ କୁମାର ଭଞ୍ଜ ପ୍ରମୁଖ ବକ୍ତବ୍ୟ ରଖିଥିଲେ। ଭୂଗୋଳ ବିଭାଗର ସମସ୍ତ ଛାତ୍ରଛାତ୍ରୀ ମାନେ ଏହି ଆଲୋଚନା ଚକ୍ରରେ ଭାଗନେଇଥିଲେ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories