www.samajalive.in
Monday, December 8, 2025
27.1 C
Bhubaneswar

୭୩ଟି ଅଭିଯୋଗ ଶୁଣିଲେ କନ୍ଧମାଳ ଜିଲାପାଳ

ଫୁଲବାଣୀ: କନ୍ଧମାଳ ଜିଲ୍ଲା କ.ନୂଆଗାଁ ବ୍ଲକ କାର୍ଯ୍ୟାଳୟ ସଭା ଗୃହଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। କ.ନୂଆଗାଁ ବ୍ଲକରେ ଥିବା ୧୪ଟି ପଞ୍ଚାୟତରେ ଥିବା ଜନସାଧାରଣ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ସମସ୍ୟା ନେଇ ଅଭିଯୋଗ କରିଥିଲେ। ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା, ରାସ୍ତା, ପାନୀୟ ଜଳ ଯୋଗାଣ, ଜମି ଜମା ବିବାଦ ଭଳି ୭୩ଟି ଅଭିଯୋଗ ପଞ୍ଜିକୃତ ହୋଇଛି। ଜିଲ୍ଲାପାଳ ଆଶିଷ ଈଶ୍ୱର ପଟେଲ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ବାଲିଗୁଡ଼ା ଆଇଟିଡିଏ ପିଏ କୃପାସିନ୍ଧୁ ବେହେରା, କ ନୂଆଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନମନ୍ମ ନାଥ ମଲିକ, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ସିପି ରାକେଶ କୁମାର ସାହୁ, ଯନ୍ତ୍ରୀ ପ୍ରକାଶ କୁମାର ସେଠି, ଶୁଭମ ମହାପାତ୍ର, କିରାଣି ଲବ କୁମାର ନାୟକ, ପିଓ କେଶବ ଚନ୍ଦ୍ର କାମ୍ପୋ, ଅନିଲ କୁମାର ପଟ୍ଟନାୟକ, ସିଡିପିଓ ଦ୍ରପତ୍ତି କହଁର ମୂର୍ତ୍ତିକା ସଂରକ୍ଷଣ ବିଭାଗ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories