www.samajalive.in
Sunday, December 7, 2025
14.1 C
Bhubaneswar

କନ୍ଧମାଳ ଜିଲା ବାରିଷ୍ଠ ନାଗରିକ ସଂଘ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର

ଫୁଲବାଣୀ:କନ୍ଧମାଳ ଜିଲା ବାରିଷ୍ଠ ନାଗରିକ ସଂଘ, ଫୁଲବାଣୀ ଓ ମହାନଦୀ ନେତ୍ର ଚିକିତ୍ସାଳୟ ମିଳିତ ଆନୁକୂଲ୍ୟରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ସ୍ଥାନୀୟ ନାରୟଣୀ ଯାତ୍ରା ମଣ୍ଡପ ଠାରେ ସର୍ବସାଧାରଣ ଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିର ରେ ୧୭୫ ଜଣ ସେମାନଙ୍କ ଚକ୍ଷୁ ପରୀକ୍ଷା କରିଛନ୍ତି। ଏହି ଶିବିରରେ ସଂଘର ସଭାପତି କମଳାକାନ୍ତ ପାଣ୍ଡେ, କାର୍ୟ୍ୟକାରୀ ସଭାପତି ପଦ୍ମଚରଣ ସ୍ୱାଇଁ, ଉପସଭାପତି ନବକିଶୋର ରଥ, ସାଧାରଣ ସମ୍ପାଦକ ପ୍ରଣବ ମଣ୍ଡଲ, ସଂଗଠନ ସମ୍ପାଦଜ ରାଜକିଶୋର ପାଢ଼ୀ, ଯୁଗ୍ମସମ୍ପାଦକ ବଂଶୀଧର ପଣ୍ଡା, ଗଭର୍ଣ୍ଣିଙ୍ଗ ବଡିର ସଦସ୍ୟ ନବୀନ କିଶୋର ପଣ୍ଡା, କର୍ମକର୍ତ୍ତା ମଞ୍ଜୁଳା ପାଣିଗ୍ରାହୀ, ପ୍ରମୋଦ ସାହୁ, ମଧୁସୂଦନ ସାହୁ, ମୋହନ ପ୍ରଧାନ, ବିକାଶ ମହାନ୍ତି, ସୁବାସ ଚଦ୍ର ବେହେରା ସହଯୋଗ କରିଥିଲେ। ମହାନଦୀ ନେତ୍ର ଚିକିତ୍ସାଳୟର ଡକ୍ଟର ପ୍ରଶାନ୍ତ କୁମାର ଶତପଥି, ଧର୍ମରାଜ ନାୟକ, ଚନ୍ଦ୍ରଶେଖର ନନ୍ଦ, ମହେଶ ବେହେରା ପ୍ରମୁଖ ଚକ୍ଷୁ ଶିବିର ପରିଚାଳନା କରିଥିଲେ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories