www.samajalive.in
Sunday, December 14, 2025
17.1 C
Bhubaneswar

ରଣବା ଓ କରଡ଼ାରେ ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ଫୁଲବାଣୀ:କନ୍ଧମାଳ ଓ ଗଞ୍ଜାମ ଜିଲା ସିମାନ୍ତ ରଣବା ଓ କରଡ଼ାରେ ପଞ୍ଚାୟତସ୍ତରୀୟ ଆମ ଓଡିଶା ନବିନ ଓଡିଶା ଏବଂ ୫ଟି ଦ୍ବାରା ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଏବଂ ରାଜ୍ୟ ସରକାରଙ୍କ ପ୍ରୟାସ ଉପରେ ସଚେତନତା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଳକ ପ୍ରଶାସନର ଅତିରିକ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ ସିଂହ କହଁର, ଜିପିଓ ସୁଶ୍ରୀ ସଂଗୀତା ନାୟକ , ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ରାମ କୁର୍ଷୁ ବେହେରା, ସଞ୍ଜୟ କୁମାର ନାୟକ, କମଳ ପ୍ରସାଦ ନାୟକ, ରଣବା ସରପଞ୍ଚ ବବିତା ମଳିକ, କରଡ଼ା ସରପଞ୍ଚ ସନୁଜ ପ୍ରଧାନ , ପଞ୍ଚାୟତ ନିର୍ବାହୀ ଅଧିକାରୀ ବସନ୍ତ କୁମାର ପଣ୍ଡା , ରଣବା ଜିଆର୍ଏସ୍ ବାବୁଲା ପଟ୍ଟନାୟକ ଓ ପ୍ରଦୀପ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ମଞ୍ଚାସିନ ଅତିଥି ବୃନ୍ଦ ଉପସ୍ଥିତ ଜଜନସାଧାରଣଙ୍କୁ ସରକାରଙ୍କ ଯୋଜନାର କାର୍ଯ୍ୟକ୍ଷମ ହେଉଛି ଏବଂ ଲାଭଦାୟକ ହୋଇ ପାରିଛି ସେବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏଥିସହ ଲୋକକଳା ମାଧ୍ୟମରେ ମଧ୍ୟ ସଚେତନତା କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories