www.samajalive.in
Saturday, December 6, 2025
14.1 C
Bhubaneswar

ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଫୁଲବାଣୀ : ଫୁଲବାଣୀ ସଦର ଥାନା ଅନ୍ତର୍ଗତ ମିଣିଆ ଗ୍ରାମ ପଞ୍ଚାୟତ ଅଧୀନ ମାସାପଦର ଗ୍ରାମ ନିକଟରେ ବହିଯାଇଥିବା ସାଲୁଙ୍କି  ନଦୀ କୂଳରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ମୃତଦେହଟି ନଦୀରେ ଭାସି ଆସି କୂଳରେ ଲାଗିଥିଲା। ଗୁରୁବାର ସକାଳୁ ଗ୍ରାମବାସୀ ଦେଖି ସଦର ପୁଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।
ଖବର ପାଇବା ପରେ ସଦର ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କଆରମ୍ଭ ରିଛନ୍ତି। ଖବର ଲେଖା ହେବା ସୁଦ୍ଧା ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ। ଏ ନେଇ ୮/୨୦୨୪ରେ ଏକ ଅପମୃତ୍ୟୁ  ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି ବୋଲି ସଦର ଥାନା ଅଧିକାରୀ ସୀତାଂଶୁ ଶେଖର ମାନ୍ଧାତା ସୂଚନା ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories