www.samajalive.in
Tuesday, December 9, 2025
17.1 C
Bhubaneswar

ଦୀପାବଳି ଉପଲକ୍ଷେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

ଫୁଲବାଣୀ:କେନ୍ଦ୍ର ସରକାରଙ୍କର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଭାରତ ସରକାର ଶାଖା ମାଇଁ ଭାରତ ଫୁଲବାଣୀ ତରଫରୁ ଦୀପାବଳି ଉପଲକ୍ଷେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇ ଯାଇଛି। କାର୍ଯ୍ୟକ୍ରମରେ ଜିଲା ଯୁବ ଅଧିକାରୀ ନଭନୀତ କୁମାରଙ୍କ ନେତୃତ୍ୱରେ ସହକର୍ମୀ ସତ୍ୟବାନ ଦଳବେହେରା, ସ୍ୱେଚ୍ଛାସେବୀ ଶିବେନ୍ଦ୍ର ଦିଗାଲ, ମିନି କଂହର, ଉଷାରଣୀ ଜେନା, ମାଧୁରୀ ପଣ୍ଡା, ଦିଗବିଜୟୀ ପ୍ରଧାନ,ଶୁଭସ୍ମିତା ବିଶୋଇ, ବିଜୟ ପ୍ରଧାନ, ଅନୁପ ବିକ୍ରମ ପାତ୍ର, ଚନ୍ଦ୍ର ମଣି ଦେହୁରୀ, କମଳ ଲୋଚନ ଦେହୁରୀ ପ୍ରମୁଖ ସାମିଲ ହୋଇ ଥିଲେ। ଏହି କାର୍ଯ୍ୟକ୍ରମ କନ୍ଧମାଳ ଜିଲାର ପ୍ରତ୍ୟେକ ବ୍ଲକର ସହର ରେ ବିଭିନ୍ନ ଅନୁଷ୍ଠାନର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେବ ବୋଲି ଜିଲା ଯୁବ ଅଧିକାରୀ ଅବଗତ କରି ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories