www.samajalive.in
Wednesday, November 12, 2025
17.1 C
Bhubaneswar

ସନାତନ ଧର୍ମ ବିରୋଧୀ ମନ୍ତବ୍ୟ ପ୍ରତିବାଦରେ ରାଷ୍ଟ୍ରପତିଙ୍କୁ ସ୍ମାରକ ପତ୍ର

ଫୁଲବାଣୀ: ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଫୁଲବାଣୀ ଶାଖା ତରଫରୁ ପ୍ରୟାଗରାଜଠାରେ ଅନୁଷ୍ଠିତ ମହାକୁମ୍ଭ ମେଳାକୁ ନେଇ ସନାତନ ଧର୍ମ ଓ ହିନ୍ଦୁ ଚଳଣି ବିରୋଧରେ ମନ୍ତବ୍ୟ ରଖିଥିବା କିଛି ମନ୍ଦ ଶକ୍ତିଙ୍କ ଉଦ୍ୟମକୁ ତୀବ୍ର ନିନ୍ଦା କରାଯାଇଛି। ଏଥିସହ ସେମାନଙ୍କ ବିରୋଧରେ ଜନମତ ସଂଗ୍ରହ ପୂର୍ବକ କରାଯାଇଥିବା ଦସ୍ତଖତ ଅଭିଯାନର ଅଭିଯୋଗପୂର୍ଣ୍ଣ ସ୍ମାରକ ପତ୍ର ମହାମହିମ ରାଷ୍ଟ୍ରପତିଙ୍କ ନିକଟକୁ କନ୍ଧମାଳର ଅତିରିକ୍ତ ଜିଲ୍ଲାପାଳଙ୍କ ମାଧ୍ୟମରେ ପ୍ରେରଣ କରିଛନ୍ତି। ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଫୁଲବାଣୀ ଶାଖାର ସଭାପତି ଡ. ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ସଂଯୋଜକ ଏ ସନ୍ତୋଷ କୁମାର ପାତ୍ର, ସହ ସମ୍ପାଦକ ନିରଞ୍ଜନ ପାଣ୍ଡେ, ନାଗାଲାଣ୍ଡ ବୈଦିକ ଆଶ୍ରମର ଆଚାର୍ଯ୍ୟ ଅମିତ୍ କୁମାର, ଆଡଭୋକେଟ ଗୋପାଳ ପାଢ଼ୀ ପ୍ରମୁଖ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟି
ସମସ୍ତ ବିଷୟ ଅବଗତ କରାଇଥିଲେ ଓ ୨୬୧ ଜଣଙ୍କ ଦସ୍ତଖତ ସମ୍ବଳିତ ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ।

Hot this week

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର :  ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା...

ନଓ୍ବାଦାରେ ମତଦାନ ସମୟରେ ଦୁଇ ଦଳର ସମର୍ଥକ ମୁହାଁମୁହିଁ

ନଓ୍ବାଦା: ବିହାରରେ ମଙ୍ଗଳବାର ଭୋଟିଂ ସମୟରେ ନଓ୍ବାଦା ଜିଲାରେ ବାରିସଲିଗଞ୍ଜ ଅଞ୍ଚଳରେ...

ଏଭଳି ଟଙ୍କାବଣ୍ଟା ନିର୍ବାଚନ ଜୀବନରେ ଦେଖି ନ ଥିଲି: ଶ୍ରୀକାନ୍ତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ବିଜେପି...

ଖଟିଆରେ ଆସି ମତଦାନ କଲେ ୧୧୦ ବର୍ଷୀୟା କାଲିୟା ଦେବୀ

କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ...

Related Articles

Popular Categories