www.samajalive.in
Thursday, December 11, 2025
27.1 C
Bhubaneswar

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି। ଦିନକୁ ଦିନ ପାରଦ ଖସୁଛି ଶୀତର ପ୍ରକୋପ ବଢୁଛି। ଯାହାକୁ ନେଇ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ଫୁଲବାଣୀର ସାର୍ତ୍ତାଗୁଡା ଗାଁରେ ପ୍ରଥମ ତୁଷାରପାତ ଦେଖିବାକୁ ମିଳିଛି। ପ୍ରବଳ ଥଣ୍ଡା ସାଙ୍ଗକୁ ଜାଡ଼ ସ୍ଥାନୀୟ ଅଞ୍ଚଳବାସୀଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଛି। ଖରା ଆସିଲେ ମଧ୍ୟ ଦିନ ତମାମ ଶୀତ ଲହରୀ ଜାରି ରହୁଛି। ଚଳିତବର୍ଷ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫.୨ ଡିଗ୍ରୀ ଥିବାବେଳେ ଦାରିଙ୍ଗିବାଡ଼ିରେ ୭ ଏବଂ ଜି ଉଦୟଗିରିରେ ୪ ଡିଗ୍ରୀ ତାପମାତ୍ରା ରହିଛି।

Hot this week

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

Related Articles

Popular Categories