www.samajalive.in
Tuesday, December 9, 2025
26.1 C
Bhubaneswar

ପିକଅପ୍ ଭ୍ୟାନ୍ ଓଲଟିବା ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ

ମୋହନା : ପିକଅପ୍ ଭ୍ୟାନ୍ ଓଲଟିବା ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି । ବ୍ରହ୍ମପୁର ଏମକେସିଜିରେ ଚିକିତ୍ସାଧିନ ଅବସ୍ଥାରେ ଜଣେ ମହିଳା ଓ ଜଣେ ପୁରୁଷଙ୍କ ମୃତ୍ୟୁ ଘଟିଛି । ଏହା ପରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଏବେ ଏମକେସିଜିରେ ୧୯ ଜଣ ଚିକିତ୍ସିତ ହେଉଛନ୍ତି ।  ଦଶାହକୁ ଯାଉଥିବାବେଳେ ଚିଟିଂ ଘାଟିରେ ପିକଅପ୍ ଓଲଟିପଡିଥିଲା । ରାମଗିରି କେକେସିଂ ଗାଁ ଲୋକେ ଚାନ୍ଦିପୁଟ ଘାଇବାଲି ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା ।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories