www.samajalive.in
Friday, December 5, 2025
17.1 C
Bhubaneswar

ପିକ୍‌ଅପ୍ ଭ୍ୟାନ୍ ଓଲଟି ୧୩ ଗୋରୁ ମୃତ

ଦଶପଲ୍ଲା: ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଯୋଗୀବନ୍ଧ ଛକ ନିକଟରେ ଅଭାବନୀୟ ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟିପଡିଛି। ଦୁର୍ଘଟଣାରେ ୧୩ ଗୋରୁଙ୍କର ମୃତ୍ୟୁ ହୋଇଥିବାବେଳେ ୧୭ ଗୋରୁ ଗୁରୁତର ହୋଇଥିବା ଜଣାପଡିଛି। ଦୁର୍ଘଟଣା ଘଟିବା ପରେ ଡ୍ରାଇଭର ଜଣକ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି। ସ୍ଥାନୀୟ ଲୋକ ପହଞ୍ଚି ଦମକଳ ବାହିନୀ ଏବଂ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଗୋରୁଙ୍କୁ ଉଦ୍ଧାର କରି ଅଧିକ ତଦନ୍ତ କରୁଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories