www.samajalive.in
Wednesday, December 10, 2025
18.1 C
Bhubaneswar

ଥଣ୍ଡା ପାନୀୟ ବୋଝେଇ ପିକଅପ ଓଲଟିଲା 

ପାଟଣା : ୨୦ ନଂ ଜାତୀୟ ରାଜପଥ ଢେଙ୍କିକୋଟରୁ ୨୨୦ ନଂ ଜାତୀୟ ରାଜପଥର କରଞ୍ଜିଆ ଯାଉଥିବା ଏକ ଥଣ୍ଡା ପାନୀୟ ବୋଝେଇ ପିକଅପ ଆଜି ସକାଳ ପାଖାପାଖି ୭ଟା ସମୟରେ ଢେଙ୍କିକୋଟ ନିକଟସ୍ଥ ଟିକିରା ଓଡିଶା ଆଦର୍ଶ ବିଦ୍ୟାଳୟ ସାମ୍ନାରେ ଦ୍ରୁତ ଗତି ଯୋଗୁଁ ଭାରସାମ୍ୟ ହରାଇ ଓଲଟି ପଡିଛି । ଦୁର୍ଘଟଣାରେ ଗାଡିର ବେଶି କ୍ଷତି ହୋଇନଥିବା ବେଳେ ଅନେକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି । ଢେଙ୍କିକୋଟ ପୁଲିସ ଦୁର୍ଘଟଣାର ତଦନ୍ତ କରୁଛି ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories