www.samajalive.in
Wednesday, December 10, 2025
26.1 C
Bhubaneswar

ପିକଅପ ଧକ୍କାରେ ୨ ଗୋରୁ ମୃତ, ଗୋଟିଏ ଗୁରୁତର

ପାଟଣା : ପାଟଣା-ଢେଙ୍କିକୋଟ ୨୨୦ ନଂ ଜାତୀୟ ରାଜପଥର କାଶିଆ ପୋଲ ନିକଟରେ ଆଜି ପୂର୍ବାହ୍ନରେ ଢେଙ୍କିକୋଟ ଆଡକୁ ଯାଉଥିବା ଏକ କୁକୁଡ଼ା ଦାନା ବୋଝେଇ ପିକଅପ ଧକ୍କାରେ ୨ ଟି ଗୋରୁଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଗୋଟିଏ ଗୋରୁ ଗୁରୁତର ହୋଇଛି। ଚାଳକଙ୍କ ବେପରୁଆ ଗାଡି ଚାଳନା ଯୋଗୁ ଏପରି ଘଟିଥିବା ଅଭିଯୋଗ ହୋଇଛି। ମୃତ ଗୋରୁ ୨ଟି କାଶିଆ ସାହିର ଚତୁର୍ଭୁଜ ମହାନ୍ତଙ୍କର ବୋଲି ଜଣାପଡିଛି। କ୍ଷତିପୁରଣ ଦାବିରେ ପିକଅପଟିକୁ ସ୍ଥାନୀୟ ଲୋକେ ଅଟକ ରଖିଥିଲେ।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories