www.samajalive.in
Saturday, December 13, 2025
14.1 C
Bhubaneswar

ପିକ୍‌ଅପ୍ ଭ୍ୟାନ ସହ ବାଇକ ଧକ୍କା; ୨ ଗୁରୁତର

ବାଲିଗୁଡା: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ଥାନା ଅନ୍ତର୍ଗତ ତୁମୁଡିବନ୍ଧ-କୋଟଗଡ଼ ରାସ୍ତାରେ ପିକଅପ ଭ୍ୟାନ ଦୁର୍ଘଟଣାରେ ୨ ଜଣ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଆହତ ଦୁଇ ଯୁବକ ହେଲେ ଦେବଜୀତ ପରାସେଠ ଓ ସମଦେଶ ମଣ୍ତଳ। ଉଭୟ ଆହତଙ୍କୁ ଉଦ୍ଧାର କରି ପ୍ରଥମେ ତୁମୁଡିବନ୍ଧ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବାଲିଗୁଡା ଉପଖଣ୍ଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ପିକଅପ୍ ଭ୍ୟାନ ଓ ବାଇକକୁ ଜବତ କରି ତଦନ୍ତ ଜାରି ରଖିଛି।

Hot this week

ଭେଣ୍ଟିଲେଟରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖାଲେଦା ଜିଆଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ...

ମେସିଙ୍କୁ ଦେଖିବା ପାଇଁ ଏୟାରପୋର୍ଟରେ ଅସମ୍ଭାଳ ଭିଡ; ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ତିନି ଦିନିଆ ଭାରତ ଗସ୍ତରେ ଆସି କଲକାତା...

ଜନଗଣନା ପାଇଁ ୧୧,୭୧୮ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ: ଭାରତର ଜନଗଣନା ୨୦୨୭ ପାଇଁ ୧୧,୭୧୮. ୨୪ କୋଟି ଟଙ୍କାର...

ଇଣ୍ଡିଗୋରେ ପୁଣି ସଂକଟ; ୧୬୦ ବିମାନ ବାତିଲ

ନୂଆଦିଲ୍ଲୀ: ବିମାନ ପରିଚାଳନା ବ୍ୟବସ୍ଥା ସ୍ବାଭାବିକ ହେବା ନେଇ ଘରୋଇ ଏୟାରଲାଇନ୍ସ...

ଭାରତରେ ଲିଓନେଲ୍‌ ମେସି

ସମାଜ ଡିଜିଟାଲ ଡେସ୍କ: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସି...

Related Articles

Popular Categories