www.samajalive.in
Monday, December 15, 2025
24.1 C
Bhubaneswar

କୁଶଭଦ୍ରା ବନ୍ୟାଜଳରୁ ୬ ଘୁଷୁରୀ ଛୁଆଙ୍କୁ ଉଦ୍ଧାର କ​‌ଲେ​‌ ଅଗ୍ନିଶମ ବାହିନୀ 

ଗୋପ : କୁଶଭଦ୍ରା ନଦୀରେ ବନ୍ୟା ଜଳ ପ୍ରଵେଶ କରିଥିବା ବେଳେ ବିପଦସଙ୍କେତ ନିକଟତର ହୋଇଛି। ମଙ୍ଗଳବାର କୁଶଭଦ୍ରା ନଦୀର ମାଟିଆଖାତ ନିକଟରେ ୬ଟି ନବଜାତ ଘୁଷୁରୀଛୁଆଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ ବାହିନୀ। ଘୁଷୁରୀଛୁଆ ଫସିରହିଥିବା ନେଇ ଖବର ମିଳିବାପରେ ଗୋପ ଅଗ୍ନିଶମ ବିଭାଗ ଅଧିକାରୀ ପ୍ରସନ୍ନ କୁମାର ବେହେରାଙ୍କ ନେତୃତ୍ୱରେ ଏକ ଟିମ ମାଟିଆଖାତ ନିକଟରେ ପହଞ୍ଚି ନବଜାତ ଘୁଷୁରୀ ଛୁଆକୁ ସୁରକ୍ଷିତ ଭାବେ ଉଦ୍ଧାର କରି ତାର ମାଆ ନିକଟରେ ଛାଡିଥିବା ଜଣାପଡିଛି । ଅଗ୍ନିଶମ ବିଭାଗର ଏଭଳି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।

 

Hot this week

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

Related Articles

Popular Categories