www.samajalive.in
Tuesday, December 9, 2025
16.1 C
Bhubaneswar

ତେଲଙ୍ଗାନାରେ ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗ୍ରସ୍ତ; ୨ ପାଇଲଟ୍ ମୃତ

ଭିକାରାବାଦ: ତେଲଙ୍ଗାନାର ବିକାରାବାଦ ଜିଲାରେ ଏକ ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଅପରାହ୍ନରେ ସୁଲତାନପୁର ଗାଁରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇ ଖସି ପଡିଥିବା ଦେଖିବାକୁ ମିଳିଛି। ଏଥିରେ ଦୁଇ ଜଣ ପାଇଲଟଙ୍କ ପ୍ରାଣହାନି ଘଟିଛି।

- Advertisement -

ମିଳିଥିବା ସୂଚନା ଅନୁଯାୟୀ, ମୃତ ଦୁଇ ପାଇଲଟଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାପଡିଛି। ଉଭୟଙ୍କ ମଧ୍ୟରୁ ଜଣଙ୍କର ପରିଚୟ ମିଳିଥିବା ଅନ୍ୟ ଜଣଙ୍କ ପରିଚୟ ମିଳିନାହିଁ। ମୃତ ପୁରୁଷ ପାଇଲଟଙ୍କ ନାମ ହେଉଛି ପ୍ରକାଶ ବିଶାଲ ଏବଂ ମହିଳା ପାଇଲଟଙ୍କ ପରିଚୟ ମିଳିନାହିଁ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories