www.samajalive.in
Monday, December 8, 2025
17.1 C
Bhubaneswar

ଫୁଲବାଣୀ ଜେଲରେ ପହଞ୍ଚିଲେ ପିଣ୍ଟୁ ଦାଶ

ଫୁଲବାଣୀ,୩୧/୧୦:ଆଇନଜୀବି ପୀତବାସ ପଣ୍ଡା ହତ୍ୟା ମାମଲାର ଅଭିଯୁକ୍ତ ଶିବଶଙ୍କର ଦାଶ ଓରଫ ପିଣ୍ଟୁ ଦାଶଙ୍କୁ ଆଜି ଫୁଲବାଣୀ ସର୍କଲ ଜେଲ ସ୍ଥାନାନ୍ତର କରାଯାଇଛି। କଡା ସୁରକ୍ଷା ଭିତରେ ତାଙ୍କୁ ବ୍ରହ୍ମପୁରରୁ ଫୁଲବାଣୀ ଅଣାଯାଇଛି। ଦିନ ପ୍ରାୟ ୧୧.୩୦ ମି ସମୟରେ ସେ ଫୁଲବାଣୀରେ ପହଞ୍ଚି ଥିଲେ। ଫୁଲବାଣୀ କାରାଗାରର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି। ସୂଚନାଯୋଗ୍ୟ, ପୀତବାସ ପଣ୍ଡା ହତ୍ୟା ମାମଲାରେ ଅଭିଯୁକ୍ତ ପିଣ୍ଟୁଙ୍କ   ଜୀବନ ପ୍ରତି ବ୍ରହ୍ମପୁର ଜେଲରେ ବିପଦ ଥିବା ଆଶଙ୍କା ଥିବାରୁ ତାଙ୍କୁ ଫୁଲବାଣୀ ମଣ୍ଡଳ କାରାଗାରକୁ ସ୍ଥାନାନ୍ତରିତ କରିବା ପାଇଁ ନିଷ୍ପତ୍ତି ନିଆ ଯାଇଥିଲା।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories