www.samajalive.in
Monday, December 8, 2025
20.1 C
Bhubaneswar

ମିଳିଲେନି ଡୋନର ; ହାଇଦ୍ରାବାଦ ଯିବେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ

ଭୁବନେଶ୍ୱର : ହାଇଦ୍ରାବାଦ ସ୍ଥାନାନ୍ତର ହେବେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ। ଅଧିକ ଚିକିତ୍ସା ଲାଗି ହାଇଦ୍ରାବାଦ ଯିବେ ଅଭିନେତା। ଯକୃତ ପ୍ରତିରୋପଣ ଲାଗି ଦିଲ୍ଲୀରେ ଡୋନର ନମିଳିବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯିବ। ଏନେଇ ଆଜି ପିଣ୍ଟୁ ନନ୍ଦଙ୍କ ବନ୍ଧୁ ସରୋଜ ମଲ୍ଲିକଙ୍କ ପକ୍ଷରୁ ସୂଚନା ମିଳିଛି। ଲିଭର ସିରୋସିସ୍‌‌ ରୋଗରେ ପୀଡିତ ଅଛନ୍ତି ଅଭିନେତା ପିଣ୍ଟୁ ନନ୍ଦ।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories