www.samajalive.in
Saturday, December 6, 2025
26.1 C
Bhubaneswar

୭ପେଟି ମଦ ଜବତ, ଜଣେ ଗିରଫ

ପିପିଲି : ପୁରୀ ଜିଲା ପିଲିଲି ଅଞ୍ଚଳରେ ଲକ ଡାଉନ ସମୟରେ ବେଆଇନ ମଦ ବିକ୍ରି ଜୋରଦାର ଚାଲିଛି। ଲକ୍‍ଡାଉନ୍‍କୁ ଅମାନ୍ୟ କରି ଚୋରାରେ ବେଆଇନ ଭାବେ ମଦ ବିକ୍ରି କରୁଥିବା ଦାଣ୍ଡମୁକୁନ୍ଦପୁର ଅଞ୍ଚଳର ସର୍ବେଶ୍ୱର ବେହେରାକୁ ପୁଲିସ ବୁଧବାର ଗିରଫ କରିଛି। ସର୍ବେଶ୍ୱର ଠାରୁ  ୭ପେଟି ଆସ୍କା-୪୦ ଦେଶୀମଦ ଜବତ କରାଯାଇଥିବା ସମ୍ପର୍କରେ ଆଇଆଇସି ଶରତ କୁମାର ସାହୁ ସୂଚନା ଦେଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories