www.samajalive.in
Wednesday, December 10, 2025
18.1 C
Bhubaneswar

ମହାରଥୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ବିଜେପି ମହିଳା ମୋର୍ଚ୍ଚା

ପିପିଲି :ସାମାଜିକ ଗଣମାଧ୍ୟମରେ ମହିଳାଙ୍କ ପ୍ରତି ଅପମାନସୂଚକ ମନ୍ତବ୍ୟ ଦେଇ ସମାଲୋଚନାର ଶିକାର ହୋଇଥିବା ରାଜ୍ୟ ପଞ୍ଚାୟତରାଜ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରଦୀପ ମହାରଥୀଙ୍କ ବିରୋଧରେ ପିପିଲି-ଡେଲାଙ୍ଗ ଥାନାରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ବୁଧବାର ସଂନ୍ଧ୍ୟାରେ ପିପିଲି ପୁଲିସରେ ଅଭିଯୋଗ କରାଯାଇଛି। ମହିଳା ମୋର୍ଚ୍ଚାର ସହସଂଯୋଜିକା ଗୀତାଞ୍ଜଳୀ ମିଶ୍ରଙ୍କ ସମେତ ମହିଳାନେତ୍ରୀମାନେ ପିପିଲି ଆଇଆଇସି ଶରତ କୁମାର ସାହୁଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ନାରୀ ଜାତି ପ୍ରତି ଶ୍ରୀମହାରଥୀଙ୍କ ଅଶୋଭନୀୟ ମନ୍ତବ୍ୟ ସମଗ୍ର ମହିଳା ଜାତିର ସମ୍ମାନ ଓ ଇଜ୍ଜତ ଉପରେ ଆଞ୍ଚ ଆଣିଥିବାର ସେମାନେ ଅଭିଯୋଗ କରିବା ସହ ଏହାର ତଦନ୍ତ କରାଯାଇ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବିକରିଛନ୍ତି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories