www.samajalive.in
Wednesday, December 10, 2025
26.1 C
Bhubaneswar

ପିପିଲି ଚାନ୍ଦୁଆକୁ ନେଇ କେନ୍ଦ୍ର ସରକାରଙ୍କ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି

ପୁରୀ: ଏଣିକି ସାରା ଦେଶରେ ଚମକିବ ପିପିଲି ଚାନ୍ଦୁଆ। ପିପିଲି ଚାନ୍ଦୁଆକୁ ନେଇ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର। ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ସ୍ଥାନ ପାଇବ ପିପିଲି ଚାନ୍ଦୁଆ। ଦେଶର ସାତ ଆଞ୍ଚଳିକ ସାଂସ୍କୃତିକ କେନ୍ଦ୍ର ଚାନ୍ଦୁଆର ପ୍ରସାର ପାଇଁ କାମ କରିବେ। ରବିବାର ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories