www.samajalive.in
Tuesday, December 9, 2025
17.1 C
Bhubaneswar

ପିପିଲି କଲେଜ ଛାତ୍ରସଂସଦ ନିର୍ବାଚନ ବାତିଲ

ପିପିଲି : ପିପିଲି କଲେଜର ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରାଯାଇଛି। ଏଥିସହ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି।
ପିପିଲି କଲେଜର ଅଧ୍ୟକ୍ଷ ଡ଼ଃ ଭୀମସେନ କରଙ୍କ ଅଧ୍ୟକ୍ଷତାରେ କଲେଜ ପରିସରରେ ମଙ୍ଗଳବାର ଷ୍ଟାଫ୍‍ କାଉନସିଲର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। କଲେଜର ବାତାବରଣ ଠିକ୍‍ ନଥିବା ବେଳେ ଚଳିତ ବର୍ଷ ପାଇଁ ଛାତ୍ର ସଂସଦ ନିର୍ବାଚନକୁ ସ୍ଥଗିତ କରିବାକୁ ଏହି ବୈଠକରେ ସର୍ବସମ୍ମତି କ୍ରମେ ପ୍ରସ୍ତାବ ପାରିତ ହୋଇଥିଲା। ଏଥିସହ ଛାତ୍ର ଅଶାନ୍ତିକୁ ଦୃଷ୍ଟିରେ ରଖି କଲେଜକୁ ଆସନ୍ତା କାଲି ଠାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଥିବା କଲେଜ ଅଧ୍ୟକ୍ଷ ଡ଼ଃ ଭୀମସେନ କର ସୂଚନା ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories