www.samajalive.in
Monday, December 15, 2025
26.1 C
Bhubaneswar

ଜାତୀୟ ରାଜପଥ ପାର୍ଶ୍ୱରୁ ଯୁବକଙ୍କ ମୃତଦେହ ଉଦ୍ଧାର

ପିପିଲି : ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ପିପିଲି ବାଇପାସ ରାସ୍ତା ଦାଣ୍ଡମୁକୁନ୍ଦପୁର ନିକଟରେ ଅଭାବନୀୟ ଘଟଣା ଘଟିଛି। ରାସ୍ତା ପାର୍ଶ୍ଵ ଏକ ବୁଦା ମୂଳରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହ ନିକଟରେ ପଡିଥିବା ଏକ ବ୍ୟାଗରୁ ପୁଲିସ୍ କିଛି ପୋଷାକ, ମୋବାଇଲ ଫୋନ ଏବଂ ଚପଲ ଜବତ କରିଛି।  ମୃତ ଯୁବକ ନିମାପଡା ଥାନା ଅଞ୍ଚଳର ହୋଇଥିବା ଜଣାପଡିଛି।  ଖବର ପାଇ ପରିବାର ଲୋକେ ଏବଂ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories