www.samajalive.in
Saturday, December 13, 2025
23.1 C
Bhubaneswar

ରାସ୍ତା କଡରେ ପଡିରହିଛି ୧୪ଟି ୧୦୮ ଆମ୍ବୁଲାନ୍ସ

ପିପିଲି:ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ପିପିଲି ବାଇପାସ ରାସ୍ତା କଡରେ ୧୪ଟି ୧୦୮ ଆମ୍ବୁଲାନ୍ସ ପଡିରହିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି। ତେବେ ଏହି ଗାଡି ଗୁଡିକ ଦୀର୍ଘ ଦିନ ଧରି ଅଞ୍ଚଳ ହୋଇ ପଡିରହିବା ପରେ ଏଗୁଡିକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍କ୍ରାପ୍‍ ଆକାରରେ ନିଲାମ କରାଯାଇଥିବା ଓ ଏହାକୁ ଜଣେ କବାଡିଆ କିଣିଥିବା ସୂଚନା ମିଳିଛି।

Hot this week

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

Related Articles

Popular Categories