www.samajalive.in
Sunday, December 14, 2025
17.1 C
Bhubaneswar

ବିପୁଳ ପରିମାଣର ଗଞ୍ଜେଇ ଜବତ

ପିପିଲି: ପିପିଲି ପୁଲିସ ଶନିବାର ରାତିରେ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଥିବା ସୂଚନା ମିଳିଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପିପିଲି ପୁଲିସ ଜାତୀୟ ରାଜପଥର ପିପିଲି ପ୍ରବେଶ ପଥ ନିକଟରେ ଚଢାଉ କରି ଏହି ଗଞ୍ଜେଇ ଜବତ କରିଥିବା ଜଣାଯାଇଛି। ଏହି ଘଟଣାରେ ଜଣକୁ ଅଟକ ରଖି ପୁଲିସ ପଚରାଉଚୁରା ଚଳାଇଥିବା ସୂଚନା ମିଳିଛି।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories