www.samajalive.in
Sunday, December 14, 2025
19.1 C
Bhubaneswar

ବଜ୍ରାଘାତରେ ଚାଲିଗଲା ଚାଷୀଙ୍କ ଜୀବନ

ପିପିଲି : ବଜ୍ରାଘାତରେ ଚାଲିଗଲା ଚାଷୀଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଶୁକ୍ରବାର ପୁରୀର ସତ୍ୟବାଦୀ ବଳଙ୍ଗା ଥାନା ପଦ୍ମପୁର ଗାଁରେ ଘଟିଛି । ବଜ୍ରପାତରେ ପୁଅ ଜଗା ବାରିକଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା ବାବୁଲା ବାରିକ ଗୁରୁତର ହୋଇଛନ୍ତି। ତାଙ୍କୁ ସାକ୍ଷୀଗୋପାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ବିଲରେ କାମ କରୁଥିବା ବେଳେ ବଜ୍ରଘାତ ଶିକାର ହୋଇଛନ୍ତି ଚାଷୀ। ବିଲରେ ମୁଗ ଓପାଡୁଥିବା ବେଳେ ତାଙ୍କ ଜୀବନ ଚାଲିଯାଇଥିଲା।

ଦେଖନ୍ତୁ ଭିଡିଓ ; ହ୍ରଦ ମଝିରେ ହଠାତ୍‌ ଓଲଟିଗଲା ପର୍ଯ୍ୟଟକ ଡଙ୍ଗା, ଆଉ ତା’ପରେ..

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories