www.samajalive.in
Monday, December 8, 2025
27.1 C
Bhubaneswar

ମାଙ୍କଡା ପଥର ବୋଝେଇ ଟ୍ରକ ଜବତ

ପିପିଲି : ପିପିଲି ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ଭାବେ ମାଙ୍କଡାପଥର ଓ ମୋରମ ଚୋରାଚାଲାଣ ବୃଦ୍ଧି ପାଉଥିବା ବେଳେ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ବିଭିନ୍ନ ସ୍ଥାନରେ ତନଖି କରାଯାଇ ୩ଟି ମାଙ୍କଡା ପଥର ବୋଝେଇ ଟ୍ରକକୁ ଜବତ କରାଯାଇଥିଲା। ପରେ ଉକ୍ତ ଟ୍ରକ୍‍ ଗୁଡିକୁ ରବିବାର ପିପିଲି ତହସିଲଦାରଙ୍କୁ ହସ୍ତାନ୍ତର କରାଯିବା ପରେ ପ୍ରତ୍ୟେକ ଗାଡିରୁ ୧୦ ହଜାର ଟଙ୍କା ଲେଖାଏଁ ମୋଟ୍‍ ୩୦ ହଜାର ଟଙ୍କା ଜୋରିମନା ଆଦାୟ କରାଯାଇଥିବା ସୂଚନା ମିଳିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories