www.samajalive.in
Sunday, December 7, 2025
26.1 C
Bhubaneswar

ଗୋପୀନାଥ ଦେବଙ୍କ ମନ୍ଦିରରେ ଜନ୍ମାଷ୍ଟମୀ ପାଳିତ

ପିପିଲି:ପିପିଲି ନିକଟବର୍ତ୍ତି ଦାଣ୍ଡମୁକୁନ୍ଦପୁର ଗ୍ରାମର ଆରାଧ୍ୟ ଠାକୁର ପ୍ରଭୂ ଶ୍ରୀଗୋପୀନାଥ ଦେବଙ୍କ ମନ୍ଦିରରେ ପବିତ୍ର ଜନ୍ମାଷ୍ଟମୀ ଉତ୍ସବ କୋଭିଡ୍‍ ଗାଇଡ୍‍ଲାଇନ ଅନୁପାଳନ ପୂର୍ବକ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସଂନ୍ଧ୍ୟାରେ ମନ୍ଦିର ପରିସରରେ ଶ୍ରୀମଦ୍ ଭଗବତ ଗୀତା ପୂର୍ଣ୍ଣାଙ୍ଗ ପାଠ କରାଯାଇଥିବା ବେଳେ ଶ୍ରୀକୃଷ୍ଣ ଜନ୍ମଚରିତ ଭାଗବତ ସମୁହ ପାଠ କରାଯାଇଥିଲା। ଶ୍ରୀକୃଷ୍ଣଙ୍କ ଲୀଳା ଉପରେ ପୁରାଣପାଠ କରାଯାଇଥିବା ବେଳେ ଏହି ଅବସରରେ ସଂକୀର୍ତ୍ତନ ପରିବେଷଣ କରାଯାଇଥିଲା। ପରେ ମନ୍ଦିର ପରିସରରେ ରାତିରେ ଶ୍ରୀକୃଷ୍ଣଙ୍କ ଜନ୍ମନିତୀ ଅନୁଷ୍ଠିତ ହୋଇଥିଲା।

କାକୁଡିଆର ଶ୍ରୀଗୋପୀନାଥ ଦେବଙ୍କ ମନ୍ଦିରରେ ଜନ୍ମାଷ୍ଟମୀ
ପିପିଲି ନିକଟବର୍ତ୍ତି କଣ୍ଟି ପଞ୍ଚାୟତର କାକୁଡିଆ ଗ୍ରାମର ପ୍ରସିଦ୍ଧ ଶ୍ରୀଗୋପୀନାଥ ଦେବଙ୍କ ମନ୍ଦିରରେ ପବିତ୍ର ଜନ୍ମାଷ୍ଟମୀ ଉତ୍ସବ କରୋନ କଟକଣା ମଧ୍ୟରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମନ୍ଦିର ପରିସରରେ ନାମ ସଂକୀର୍ତ୍ତନ ପରିବେଷଣ କରାଯାଇଥିବା ବେଳେ ରାତିରେ ଶ୍ରୀକୃଷ୍ଣଙ୍କ ଜନ୍ମନିତୀ ଅନୁଷ୍ଠିତ ହୋଇଥିଲା।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories