www.samajalive.in
Sunday, December 14, 2025
14.1 C
Bhubaneswar

ପିପିଳିଆ ନୋଡାଲ ସ୍କୁଲରେ ପୋଷାକ ବଣ୍ଟନ

ପାଟଣା : ଘଟଗାଁ ବ୍ଲକ ଅନ୍ତର୍ଗତ ପିପିଳିଆ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷା ନୟନୀ ନାୟକ, ସ୍ଥାନୀୟ ସରପଞ୍ଚ ଗୋଲାପ ନାୟକଙ୍କ ଉପସ୍ଥିତିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କବିତା ସ୍ଵାଇଁ ପ୍ରମୁଖ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବିତରଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷୟିତ୍ରୀ ମନୋଜ ମଞ୍ଜରୀ ମହାନ୍ତ, ପ୍ରଗତୀ ପ୍ରଧାନ, ଇସ୍ପିତା ସାହୁ ଓ ବିଦ୍ୟାଳୟ କମିଟିର ସଭ୍ୟ ସଭ୍ୟା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories