www.samajalive.in
Saturday, December 6, 2025
17.1 C
Bhubaneswar

ବିକ୍ରମ ପଣ୍ଡାଙ୍କ ପାଇଁ ଲଢିବେ ୪୪ଜଣ ଓକିଲ

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇଥିବା ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ପାଇଁ ଲଢିବେ ୪୪ଜଣ ଓକିଲ । ଏନେଇ କୋର୍ଟରେ ଓକିଲାତନାମା ଦାଖଲ କରିଛନ୍ତି ୪୪ଜଣ ଓକିଲ । ବିକ୍ରମଙ୍କ ସହ ମଳୟ ବିଷୋୟୀ ଓ ମଦନ ଦଳେଇଙ୍କ ପାଇଁ ବି ସେମାନେ ଲଢିବେ ବୋଲି ସୂଚନା ମିଳୁଛି । ଆଜି ବିକ୍ରମ ପଣ୍ଡାଙ୍କ ପାଇଁ ଜାମିନ ଆବେଦନ କରାଯିବ ।

ପୀତବାସ ପଣ୍ଡା ହତ୍ୟା ମାମଲାରେ ଗତ ବୁଧବାର ଦିନ ଗିରଫ ହୋଇଥିଲେ ବିକ୍ରମ ପଣ୍ଡା । ବିଜେଡି ତାଙ୍କ ଗିରଫଦାରୀକୁ ବିରୋଧ କରିବା ସହ ଜାଣିଶୁଣି ତାଙ୍କୁ ଏହି ମାମଲାରେ ଫସାଇ ଦିଆଯାଇଛି ବୋଲି କହିଛି ।

- Advertisement -

 

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories