www.samajalive.in
Monday, November 17, 2025
17.1 C
Bhubaneswar

ପୀତବାସ ପଣ୍ଡା ହତ୍ୟା ଘଟଣା: ଜଣେ ପୂର୍ବତନ କର୍ପୋରେଟର ଓ ଛାତ୍ର ନେତା ଅଟକ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ବ୍ରହ୍ମପୁର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣାରେ ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି । ବ୍ରହ୍ମପୁରର ଜଣେ ପୂର୍ବତନ କର୍ପୋରେଟର ଓ ଛାତ୍ର ନେତା ଅଟକ ଥିବା ସୂଚନା ମିଳିଛି । ଏହି ଦୁଇ ଜଣଙ୍କୁ ଗତ ୨ଦିନ ହେଲା ଅଟକ ରଖି ପୁଲିସ ପଚରାଉଚରା କରୁଛି । ଏମାନଙ୍କ ସହ ଦୁଇ ଜଣ କ୍ରିମିନାଲକୁ ଅଟକ ରଖି ପଚରାଉଚରା କରାଯାଉଛି । ଖୁବଶୀଘ୍ର ହତ୍ୟାକାଣ୍ଡ ଉପରେ ଖୁଲାସା ହେବ ।

 

Hot this week

ଆଗକୁ ରାଜ୍ୟସଭା ନିର୍ବାଚନ: ମୋହନଙ୍କ ପାଇଁ ଆହ୍ବାନ

ଭୁବନେଶ୍ବର: ଡବଲ ଇଞ୍ଜିନ ସରକାରଙ୍କ ୧୭ ମାସର ଶାସନ ପରେ ବିଜେପି...

ବାଂଲାଦେଶରେ ହାଇଆଲର୍ଟ: ହାସିନାଙ୍କ ବିରୋଧରେ ଆଜି ଆସିବ ରାୟ

ସମାଜ ଡିଜିଟାଲ ଡେସ୍କ: ବାଂଲାଦେଶରେ ଉତ୍ତେଜନା ଯୋଗୁଁ ହାଇଆଲର୍ଟ ଜାରି କରାଯାଇଛି...

ଜଙ୍ଗଲରୁ ବିପୁଳ ବିସ୍ଫୋରକ ଜବତ

ମାଲକାନଗିରି: ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଦୁଲାଗଣ୍ଡି ଗ୍ରାମ ନିକଟରୁ...

ଶ୍ଵେତାପର୍ଣ୍ଣାଙ୍କୁ ଏକଲବ୍ୟ ପୁରସ୍କାର

ସମାଜଲାଇଭ ଡେସ୍କ: ବ୍ୟାଡମିଣ୍ଟନ ତାରକା ଶ୍ଵେତାପର୍ଣ୍ଣା ପଣ୍ଡାଙ୍କୁ ସମ୍ମାନଜନକ ଏକଲବ୍ୟ ପୁରସ୍କାରରେ...

ଭାରସାମ୍ୟ ହରାଇ ଗଛ ପିଟିହେଲା କାର, ୪ ଗୁରୁତର

ଆରଡି: ଆଖଣ୍ଡଳମଣି-ଭଦ୍ରକ ମୁଖ୍ୟରାସ୍ତା ୩୫ ନମ୍ଵର ରାଜ୍ୟ ରାଜପଥର ଆରଡି ଫାଣ୍ଡି...

Related Articles

Popular Categories