www.samajalive.in
Saturday, December 6, 2025
15.1 C
Bhubaneswar

ପୀୟୂଷ ଗୋୟଲ ସଂସଦୀୟ ଦଳ ନେତା

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ ବିଜେପିର ରାଜ୍ୟସଭା ସଂସଦୀୟ ଦଳ ନେତା ଭାବେ ନିଯୁକ୍ତି ପାଇଛନ୍ତି। ପୂର୍ବରୁ ଥାୱରଚନ୍ଦ ଗେହଲଟ ରାଜ୍ୟସଭାରେ ବିଜେପି ସଂସଦୀୟ ଦଳ ନେତା ଭାବେ କାର୍ଯ୍ୟ କରୁଥିଲେ। କିନ୍ତୁ ମନ୍ତ୍ରିମଣ୍ଡଳ ଅଦଳବଦଳ ପୂର୍ବରୁ ସେ କର୍ଣ୍ଣାଟକର ୧୯ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବା ପରେ ଏହି ପଦବୀ ଖାଲି ପଡ଼ିଥିଲା। ଏବେ ପୀୟୂଷ ଗୋୟଲ ଗେହଲଟଙ୍କ ସ୍ଥାନରେ ଏହି ପଦରେ ନିଯୁକ୍ତି ପାଇଛନ୍ତି।

ଗୋୟଲ ଆସନ୍ତା ମୌସୁମୀ ଅଧିବେଶନରୁ ବିଧିବଦ୍ଧ ଭାବେ ନିଜର କାମ ଆରମ୍ଭ କରିବେ। ବର୍ତ୍ତମାନ ପୀୟୂଷ ଗୋୟଲ କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ଭାବେ କାର୍ଯ୍ୟରତ।

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories