www.samajalive.in
Friday, December 5, 2025
16.1 C
Bhubaneswar

ଅବତରଣ ବେଳେ ବିମାନରେ ଲାଗିଲା ନିଆଁ, ଭିଡିଓ ପ୍ରଘଟ

ସମାଜ ଡିଜିଟାଲ ଡେସ୍କ: ଅବତରଣ ବେଳେ ବିମାନରେ ଲାଗିଗଲା ନିଆଁ। ଅଳ୍ପକେ ବର୍ତ୍ତିଲେ ଶତାଧିକ ଯାତ୍ରୀ। ଅଗ୍ନିଶମ ବାହିନୀ ତୁରନ୍ତ ପହଞ୍ଚି ଉଦ୍ଧାରକାର୍ଯ୍ୟ ତ୍ଵରାନ୍ବିତ କରିଥିଲେ। ଏଭଳି ଏକ ଘଟଣା ଘଟିଛି ଲାସ୍‌ ଭେଗାସ୍‌ର ହ୍ୟାରି ରେଡ୍ ଅନ୍ତର୍ଜାତୀୟ ବିମାନବନ୍ଦରରେ।

ସୂଚନା ଅନୁସାରେ, ବିମାନଟି ୧୯୦ ଯାତ୍ରୀଙ୍କୁ ନେଇ ସାନ୍‌ ଡିଏଗୋରୁ ଆସିଥିଲା। ହ୍ୟାରି ରେଡ୍ ବିମାନବନ୍ଦରରେ ଅବତରଣ କରିବା ପରେ ପରେ ହଠାତ ନିଆଁ ଲାଗି ଯାଇଥିଲା। ତୁରନ୍ତ ବିମାନବନ୍ଦର ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହିତ ଉଦ୍ଧାରକାରୀ ଦଳ ବିମାନରୁ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ବାହାରକୁ ଆଣିଥିଲେ।

- Advertisement -

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories