www.samajalive.in
Thursday, November 13, 2025
25.1 C
Bhubaneswar

ଆମେରିକାରେ ଭୟଙ୍କର ବିମାନ ଦୁର୍ଘଟଣା

ସମାଜ ଡିଜିଟାଲ ଡେସ୍କ: ଆମେରିକାରେ ଅହମ୍ମଦାବାଦ ଭଳି ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି । ବିଳମ୍ବିତ ରାତିରେ ଆମେରିକାରେ ଏକ ବଡ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଲୁଇସଭିଲ୍‌ ମହମ୍ମଦ ଅଲି ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡାଣ ଆରମ୍ଭ କରିବାର କିିଛି ସମୟ ପରେ ୟୁପିଏସ ଫ୍ଲାଇଟ୍‌ ୨୯୭୬ଦୁଘଁଟଣାଗ୍ରସ୍ତ ହୋଇଛି । ରନୱେରୁ ଉଡାଣ ଆରମ୍ଭ କରିବାକୁ ଚେଷ୍ଟା କରିବା ସୟରେ ମାଲବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି ।

ବିମାନରେ ତିନି ଜଣ କ୍ରୁ ସଦସ୍ୟ ଥିଲେ । ବିମାନରେ ପ୍ରାୟ ୨ଲକ୍ଷ ୮୦ହଜାର ପାଉଣ୍ଡ ଇନ୍ଧନ ଥିଲା । ଦୁର୍ଘଟଣାପରେ ବିମାନଟି ଫର୍ନଭ୍ୟାଲି ରୋଡ୍‌ ଓ ଗ୍ରେଡ ଲେନରେ ଖସି ପଡି ବିସ୍ଫୋରଣ ହୋଇଥିଲା । ତେବେ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ଆହୁରି ବଢିପାରେ ବୋଲି କୁହାଯାଉଛି ।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories