www.samajalive.in
Saturday, December 6, 2025
26.1 C
Bhubaneswar

ବ୍ରିଜ୍ ଉପରେ ବିମାନ ଦୁର୍ଘଟଣା; ଜଣେ ମୃତ

ଓ୍ୱାସିଂଟନ୍‌: ମିଆମି ନିକଟସ୍ଥ ଏକ ବ୍ରିଜରେ ବିମାନ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।  ଫେଡେରାଲ ଆଭିଏସନ ଆଡମିନିଷ୍ଟ୍ରେସନ (ଏଫଏଏ)ର ରିପୋର୍ଟ ଅନୁଯାୟୀ ମିଆମି ନିକଟରେ ଥିବା ଏକ ବ୍ରିଜ୍‌ ଉପରେ ଗତ ଶୁକ୍ରବାର ଦିନ ଏକ ଛୋଟିଆ ବିମାନ ଦୁର୍ଘଟଣା ହୋଇଥିଲା । ବିମାନଟି ଦୁର୍ଘଟଣା ଘଟିବାପରେ ବିମାନଟିରେ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବା ଫଳରେ ଯାତ୍ରୀ ମାନେ ଗୁରୁତର ହୋଇଥିଲେ । ଗୁରୁତର ଯାତ୍ରୀଙ୍କୁ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଏନେଇ ସୂଚନା ପାଇବା ପରେ ଘଟଣାସ୍ଥଳରେ ମିଆମି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories