www.samajalive.in
Monday, December 15, 2025
26.1 C
Bhubaneswar

ଉଡ଼ାଣ ପୂର୍ବରୁ ବିମାନ ଇଞ୍ଜିନରେ ଲାଗିଲା ନିଆଁ

ସମାଜ ଡିଜିଟାଲ ଡେସ୍କ: ଉଡ଼ାଣ ପୂର୍ବରୁ ବିମାନ ଇଞ୍ଜିନରେ ଲାଗିଲା ନିଆଁ। ଅଳ୍ପକେ ବର୍ତ୍ତିଲା ଶତାଧିକ ଯାତ୍ରୀଙ୍କ ଜୀବନ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଚେନ୍ନାଇ ଅନ୍ତର୍ଜାତୀୟ ବିମାନ ବନ୍ଦରରେ। ମଙ୍ଗଳବାର ରାତିରେ ଏମିରାତ୍‌ସର ଏକ ବିମାନ ଚେନ୍ନାଇରୁ ଦୁବାଇ ଯିବାର ଥିଲା। ହେଲେ ବିମାନଟି ଉଡ଼ାଣ ଭରିବା ଆଗରୁ ଇଞ୍ଜିନ ଷ୍ଟାର୍ଟ ହେବା ସମୟରେ ସେଥିରେ ନିଆଁ ଲାଗି ଯାଇଥିଲା। ଇଞ୍ଜିନରୁ ପ୍ରବଳ ମାତ୍ରାରେ ଧୂଆଁ ବାହାରିଥିଲା। ବିମାନବନ୍ଦର ଏକପ୍ରକାର ଧୂଆଁମୟ ହୋଇଯାଇଥିଲା। ଫଳରେ ଉଡ଼ାଣକୁ ବାତିଲ କରାଯାଇଥିଲା। ଉଡ଼ାଣ ପୂର୍ବରୁ ଏଭଳି ଘଟଣା ଘଟିଥିବାରୁ ଏକ ବଡ଼ ଧରଣର ଦୁର୍ଘଟଣା ଟଳିଯାଇଥିବା କୁହାଯାଉଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories