www.samajalive.in
Monday, December 15, 2025
27.1 C
Bhubaneswar

ଦେଖନ୍ତୁ ; ଅହମ୍ମଦାବାଦ ବିମାନ ଦୁର୍ଘଟଣା, ସାମ୍ନାକୁ ଆସିଲା ଛାତିଥରା ଦୃଶ୍ୟ

ଅହମ୍ମଦାବାଦ : ଗୁଜରାଟର ଅହମ୍ମଦାବାଦରେ ଘଟିଥିବା ଛାତିଥରା ବଡ ଧରଣର ବିମାନ ଦୁର୍ଘଟଣା ଭିଡିଓ ସାମ୍ନାକୁ ଆସିଛି। ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ, ଅଗ୍ନିଶମ କର୍ମଚାରୀ ଓ ଆମ୍ବୁଲାନ୍ସ ସେବା ପହଞ୍ଚିବା ପରେ ଅନେକ ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

- Advertisement -


ଭିଡିଓରେ ଦେଖିପାରିବେ, ନିଆଁ ଲାଗିବା ପରେ ଜନବସତି ଅଞ୍ଚଳରେ ଖସିଥିବା ଏହି ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଛି । ଅଞ୍ଚଳର ସମସ୍ତ ରାସ୍ତାଘାଟକୁ ସିଲ୍‌ କରାଯାଇଛି । ଏବେ ମଧ୍ୟ ଉଦ୍ଧାରକାର୍ଯ୍ୟ ଜାରି ରହିଛି ।ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ କ୍ରୁ ସଦସ୍ୟଙ୍କ ସମେତ ମୋଟ୍‌ ୨୪୨ ଯାତ୍ରୀ ଥିବା ସୂଚନା ମିଳିଛି।

ଦେଖନ୍ତୁ ଭିଡିଓ ; ଦୋକାନୀଙ୍କ ସାମ୍ନାରୁ ଚେନ୍‌ ଲୁଟି ନେଇ ଚୋର ଫେରାର

Hot this week

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

Related Articles

Popular Categories