www.samajalive.in
Saturday, December 6, 2025
14.1 C
Bhubaneswar

ପ୍ଲାଜମା ଦାନ କରିବେ ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ

ଭୋପାଳ: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହନା କରୋନାରୁ ସୁସ୍ଥ ହୋଇଛନ୍ତି । ସେ ସୁସ୍ଥ ହେବ ପରେ ପ୍ଲାଜମା ଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି।  ଏହା ଦ୍ବାରା କରୋନାରେ ଆକ୍ରାନ୍ତ ଆଉ କାହାର ଜୀବନ ବଞ୍ଚାଇ ହେବ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ କହିଛନ୍ତି ।

ମୁଖ୍ୟମନ୍ତ୍ରୀ  ଶିବାରଜ ସିଂହ କହିଛନ୍ତି ଯେ, ସଂକ୍ରମିତ ବ୍ୟକ୍ତିଙ୍କୁ ଶୀଘ୍ର ଚିହ୍ନଟ କରିବା ସହିତ ଚିକିତ୍ସା ସେବା ଯୋଗାଇ ଦିଆଗଲେ  ସେମାନଙ୍କୁ ବଞ୍ଚାଇ ହେବ।  ସେଥିପାଇଁ ମଧ୍ୟ ପ୍ରଦେଶରେ ନମୂନା ପରୀକ୍ଷା ବଢାଯିବ। ପ୍ରତିହିନ ୨୦ ହଜାର ଟେଷ୍ଟ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories