www.samajalive.in
Saturday, December 6, 2025
19.1 C
Bhubaneswar

ଆଜି ଫୁଲବାଣୀରେ ୧୧୬ କରୋନା ଆକ୍ରାନ୍ତ ଚିହ୍ନଟ: ମୋଟ ସଂକ୍ରମିତ ସଂଖ୍ୟା-୩୨୦୬, ସୁସ୍ଥ -୨୬୩୬

ଫୁଲବାଣୀ:କନ୍ଧମାଳରେ ଆଜି ୧୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭୩ ଜଣ ପୁରୁଷ ଥିବା ବେଳେ ୪୩ ଜଣ ମହିଳା ଅଛନ୍ତି। ୭ ଜଣ କୋଭିଡ୍ ଯୋଦ୍ଧା ଥିବା ବେଳେ କଣ୍ଟେନ୍‌ମେଣ୍ଟ ଜୋନ୍‌ବାହାରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି। ପୁଲିସ୍ ବାରାକ୍‌ରୁ ୧୦ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣା ପଡିଛି। ସବୁଦିନ ଭଳି ଫୁଲବାଣୀରୁ ସର୍ବାଧିକ ୩୭ ଚିହ୍ନଟ ହୋଇଥିବା ବେଳେ ବାଲିଗୁଡାରୁ ୧୮, ଟିକାବାଲିରୁ ୫, ଜି ଉଦୟଗିରିରୁ ୪, ଚକାପାଦରୁ ୭, ଖଜୁରିପଡାରୁ ୬, ଦାରିଙ୍ଗବାଡିରୁ୯ ତୁମୁଡିବନ୍ଧରୁ ଜଣେ, ରାଇକିଆରୁ ୫, ଫିରିଙ୍ଗିଆରୁ ୮ ଏବଂ ଜିଲ୍ଲା ବାହାରେ ୧୬ ଜଣ ଚିହ୍ନଟ ହୋଇଛନ୍ତି। ଆଜିର ସଂକ୍ରମିତଙ୍କୁ ମିଶାଇ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୩୨୦୬ ଜଣ ଚିହ୍ନଟ ହୋଇ ସାରିଲେଣି। ସେମାନଙ୍କ ମଧ୍ୟରୁ ୧୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୬୩୬ ଜଣ ସୁସ୍ଥା ହୋଇ ସାରିଛନ୍ତି। ବର୍ତ୍ତମାନ ୫୫୩ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି ବୋଲି କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories