www.samajalive.in
Sunday, December 7, 2025
13.1 C
Bhubaneswar

ପ୍ରକାଶ ପାଇଲା ଯୁକ୍ତ ୨ ଦ୍ୱିତୀୟ ମେଧା ତାଲିକା

ଭୁବନେଶ୍ୱର : ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମଲେଖା ପାଇଁ ବୁଧବାର ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ୭୦ ହଜାର ୧୦୫ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି । କଳାରେ ୪୯ ହଜାର ୭୦ ଜଣ, ବାଣିଜ୍ୟରେ ୩ ହଜାର ୧ ଶହ ୮୨ ଜଣ ଓ ବିଜ୍ଞାନରେ ୧୬ ହଜାର ୯ଶହ ୨୭ ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି । ସେହିପରି ସଂସ୍କୃତରେ ୩୫୩ ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫୭୩ ଜଣ ଛାତ୍ରଛାତ୍ରୀ ମନୋନୟନ ହୋଇଛନ୍ତି । ପ୍ରଥମ ମେଧା ତାଲିକାରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇଛି। ଜୁଲାଇ ୨୦ ରୁ ୨୨ ତାରିଖ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବ।
ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ୟାୟ ମେଧା ତାଲିକାରେ ୪ ଲକ୍ଷ ୧୨ ହଜାର ୩୬୮ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଥିଲେ।
 

 

- Advertisement -

 

 

 

 

 

 

 

 

 

 

ୂୂ

 

 

 

 

 

 

 

 

 

 

 

 

 

ରେ ୪ ଲକ୍ଷ ୧୨ ହଜାର ୩୬୮ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories