www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ପ୍ରକାଶ ପାଇବ +୨ ଇନ୍‍ଷ୍ଟାଣ୍ଟ ପରୀକ୍ଷା ଫଳ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଇନ୍‍ଷ୍ଟାଣ୍ଟ ପରୀକ୍ଷା ଫଳ ଆସନ୍ତାକାଲି (ଶୁକ୍ରବାର) ପ୍ରକାଶ ପାଇବ। ଏନେଇ ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। ଯୁକ୍ତ ଦୁଇ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପାଠ୍ୟକ୍ରମର ଶିକ୍ଷା ପାଠ୍ୟକ୍ରମରେ ୧୦୦୯ ଛାତ୍ରଛାତ୍ରୀ ଫର୍ମପୂରଣ କରିଥିବାବେଳେ ୧୦୦୮ ଇନ୍‍ଷ୍ଟାଣ୍ଟ ପରୀକ୍ଷା ଦେଇଥିଲେ। ଶୁକ୍ରବାର ଅପରାହ୍ଣ ୪ଟା ୩୦ରେ ପରୀକ୍ଷା ଫଳ ପରିଷଦ କାର୍ଯ୍ୟାଳୟରେ ଘୋଷଣା କରାଯିବ। ପରୀକ୍ଷାର୍ଥୀ www.results.odisha.gov.in ଲଗଇନ୍‌ କରି ଅପରାହ୍ଣ ୫ଟାରୁ ଫଳ ଦେଖିପାରିବେ ବୋଲି ପରିଷଦ ପକ୍ଷରୁ କୁହାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories