www.samajalive.in
Saturday, December 6, 2025
16.1 C
Bhubaneswar

ଯୁକ୍ତ ଦୁଇ ପରୀକ୍ଷା ପାଇଁ ଜିଲ୍ଲାସ୍ତରୀୟ ସ୍କ୍ଵାଡ୍‌

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି। କପି ରୋକିବା ନେଇ ଜିଲ୍ଲାସ୍ତରୀୟ ସ୍କ୍ଵାର୍ଡ ଗଠନ ହେବ। କାରଣ ପୂର୍ବରୁ ବିଭିନ୍ନ ଜିଲ୍ଲାରେ ସ୍କ୍ଵାଡ୍‌ ପହଞ୍ଚିପାରୁନଥିଲେ। ରାଜ୍ୟସ୍ତରୀୟ ସ୍କ୍ଵାଡ୍‌ ଗଠନ ହେଉଥିଲା। ଗତବର୍ଷ ପରୀକ୍ଷା ମୂଳକ ଭାବରେ ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲାରେ ଜିଲ୍ଲାସ୍ତରୀୟ ସ୍କ୍ଵାଡ୍‌ ଗଠନ କରି ସଫଳତା ମିଳିଥିଲା। ବଡ ଜିଲ୍ଲାରେ ୨ଟି ଏବଂ ଛୋଟ ଜିଲ୍ଲାରେ ଗୋଟିଏ ସ୍କାର୍ଡ ରହିବ। ଯାହା ପରୀକ୍ଷା ପରିଚାଳନା ଉପରେ ନଜର ରଖିବ । ଏ ନେଇ ସୂଚନା ଦେଇଛନ୍ତି ସିଏଚଏସଇ ଅଧ୍ୟକ୍ଷ। ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ ସମସ୍ତ ପରୀକ୍ଷା କେନ୍ଦ୍ର ଗୁଡିକରେ ସିସି ଟିଭି କ୍ୟାମେରା ଲଗାଯିବାକୁ ବ୍ୟବସ୍ଥା ହୋଇଛି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories