www.samajalive.in
Tuesday, December 9, 2025
16.1 C
Bhubaneswar

ଆସନ୍ତାକାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର : ଆସନ୍ତାକାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା । ୧୭ ତାରିଖରୁ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ । ଚଳିତ ବର୍ଷ ୩ ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛି ଯୁକ୍ତ ଦୁଇ ପରିଷଦ । ପରୀକ୍ଷା ପାଇଁ ଅଧଘଣ୍ଟା ପୂର୍ବରୁ ଛାତ୍ରଛାତ୍ରୀ ପରୀକ୍ଷାକେନ୍ଦ୍ରରେ ପହଞ୍ଚିବେ । ୧୫ ମିନିଟ୍ ପୂର୍ବରୁ ହଲରେ ପ୍ରବେଶ କରିବା ପରେ ୧୦ ମିନିଟ୍ ପୂର୍ବରୁ ପିଲାଙ୍କୁ ଖାତା ମିଳିବ । ଠିକ୍ ଟାଇମର ୫ ମିନିଟ୍ ପୂର୍ବରୁ ମିଳିବ ପ୍ରଶ୍ନପତ୍ର । ଛାତ୍ରଛାତ୍ରୀଙ୍କୁ କୌଣସି ଅତିରିକ୍ତ ଖାତା ଦିଆଯିବନି । ତେବେ ପ୍ରଶ୍ନପତ୍ରରେ କୌଣସି ତ୍ରୁଟି ଥିଲେ ତୁରନ୍ତ ଜଣାଇବାକୁ ପରାମର୍ଶ ଦିଆଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories