www.samajalive.in
Friday, December 5, 2025
23.1 C
Bhubaneswar

+୨ ପରୀକ୍ଷା ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଭୁବନେଶ୍ଵର: ବାତ୍ୟା ମନ୍ଥା ପାଇଁ ଯୁକ୍ତ ଦୁଇ ଫର୍ମ ପୂରଣର ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଅକ୍ଟୋବର ୨୮ରେ ୨୦୨୬ର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣର ଶେଷ ତାରିଖ ଥିଲା। ହେଲେ ବାତ୍ୟା ମନ୍ଥା ପ୍ରଭାବ ପାଇଁ ଅନେକ କଲେଜର ଛାତ୍ରଛାତ୍ରୀମାନେ ଫର୍ମ ପୂରଣ କରିପାରିନାହାନ୍ତି। ଏ ନେଇ କଲେଜ ଗୁଡିକ ଠାରୁ ନିବେଦନ ଆସିବା ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏବଂ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ଅକ୍ଟୋବର ୨୮ରେ ଏହି ତାରିଖ ସରୁଥିଲା। ବାତ୍ୟାକୁ ଦୃଷ୍ଟିରେ ରଖି ଏହି ତାରିଖକୁ ନଭେମ୍ବର ୩କୁ ଘୁଞ୍ଚାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories