www.samajalive.in
Saturday, December 13, 2025
26.1 C
Bhubaneswar

ଖୁବଶୀଘ୍ର ଯୁକ୍ତ ଦୁଇ ପରୀକ୍ଷା ଫଳ-ବିଭାଗୀୟ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ । ଆଜି ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି ଯେ ପରୀକ୍ଷା ଫଳ ପ୍ରକାଶ କରିବା ପାଇଁ ସମସ୍ତ ପ୍ରକ୍ରିୟା ଚାଲିଛି । ଆଶା କରୁଛୁ ଖୁବଶୀଘ୍ର ରେଜଲ୍ଟ ପ୍ରକାଶ ପାଇବ । ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ ନୂଆ ପଦକ୍ଷେପ ଗ୍ରହଣ କରାଯାଇଥିଲା । କପି ରୋକିବା ପାଇଁ ଜିଲ୍ଲାସ୍ତରୀୟ ସ୍କ୍ୱାର୍ଡ ଗଠନ ହୋଇଥିଲା ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories