www.samajalive.in
Saturday, December 13, 2025
26.1 C
Bhubaneswar

ମେ ତୃତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ଵର: ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ। ସେ କହିଛନ୍ତି ଆସନ୍ତା ୬ ତାରିଖରେ ରେଜଲ୍ଟ ବାହାରିବା ନେଇ କରାଯାଇଥିବା ପ୍ରଚାର ଖବର ଗୁଜବ। ମେ ୧ ତାରିଖ ସୁଦ୍ଧା ଖାତା ଦେଖା ଶେଷ ହୋଇଛି। ଏ ନେଇ ପ୍ରକ୍ରିୟା ଚାଲିଛି। ତେଣୁ ନିର୍ଦ୍ଦିଷ୍ଟ ଭାବେ କେବେ ଫଳାଫଳ ପ୍ରକାଶ ପାଇବ , ତାହା ଶୀଘ୍ର ଜଣାଇ ଦିଆଯିବ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories